Psalms 1:5 — Compare Translations

5 translations compared side by side

Odia - 1840
"ୟଦି ଧାର୍ମିକ ବ୍ଯକ୍ତିମାନେ ଏକତ୍ରୀତ ହାଇେ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହା ହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ଯସ୍ତ ହାଇଯେିବେ। ସହେି ପାପୀମାନେ କବେେ ହେଲେ ନିରପରାଧୀ ବୋଲି ପ୍ରମାଣିତ ହାଇପୋରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ। ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।