Psalms 1:6 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି, ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।