Psalms 10:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ? ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?