Psalms 10:11 — Compare Translations
5 translations compared side by side
Odia - 1840
"ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି। ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”