Psalms 10:13 — Compare Translations

5 translations compared side by side

Odia - 1840
"କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ୟାଆନ୍ତି? କାରଣ ସମାନେେ ଭାବନ୍ତି ୟେ ତାଙ୍କୁ ଦଣ୍ଡ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି? କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ?
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ?