Psalms 10:14 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।