Psalms 10:15 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ବଂସ କର। ସମାନଙ୍କେର କୁକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡିତ କର, ସମାନେେ ଧ୍ବଂସ ହାଇେ ନ ୟିବା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର। ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ; ଆଉ, ତୁମ୍ଭେ ମନ୍ଦ ଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।