Psalms 10:17 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ। ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;