Psalms 10:18 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।