Psalms 10:2 — Compare Translations
5 translations compared side by side
Odia - 1840
"ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।