Psalms 10:3 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।