Psalms 10:4 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ। ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି। ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।