Psalms 10:5 — Compare Translations
5 translations compared side by side
Odia - 1840
"ମନ୍ଦ ଲୋକମାନେ ସବୁବେଳେ ମନ୍ଦ କାର୍ୟ୍ଯ କରିବାକୁ ମନ ବଳାନ୍ତି। ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ବରଙ୍କର ଶତ୍ରୁମାନେ ତାଙ୍କର ଉପଦେଶକୁ ଅବଜ୍ଞା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି। ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ୱରଙ୍କର ଶତ୍ରୁମାନେ ତାହଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।
Odia IRV 2017 (ଓଡିଆ ବାଇବେଲ)
ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।