Psalms 10:6 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଭାବନ୍ତି ୟେ ସମାନଙ୍କେ ଉପରେ କବେେ ବିପଦ ଆସିବ ନାହିଁ। ସମାନେେ କହନ୍ତି, ଆମ୍ଭର ସବୁବେଳେ ଭଲ ହବେ ଏବଂ କବେେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ। ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”