Psalms 10:7 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି। ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି। ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।