Psalms 10:8 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସମାନେେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସମାନେେ ନିର୍ଦ୍ ଦୋଷ ଲୋକଙ୍କୁ ହତ୍ଯା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।