Psalms 10:9 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସେହି ନିରୀହ ଲୋକମାନେ ସହଜରେ ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।