Psalms 100:1 — Compare Translations
5 translations compared side by side
Odia - 1840
"ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନ୍ୟବାଦାର୍ଥକ ଗୀତ ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।