Psalms 100:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।