Psalms 100:4 — Compare Translations

5 translations compared side by side

Odia - 1840
"ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ। ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
Odia IRV 2017 (ଓଡିଆ ବାଇବେଲ)
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।