Psalms 100:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରେମ ଚିରକାଳସ୍ଥାୟୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।