Psalms 101:1 — Compare Translations
5 translations compared side by side
Odia - 1840
"ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ମୁଁ ଦୟା ଓ ଶାସନ ବିଷୟ ଗାନ କରିବି । ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।