Psalms 101:2 — Compare Translations

5 translations compared side by side

Odia - 1840
"ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି। ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ। ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।