Psalms 101:3 — Compare Translations

5 translations compared side by side

Odia - 1840
"ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ।