Psalms 101:4 — Compare Translations
5 translations compared side by side
Odia - 1840
"ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।