Psalms 101:5 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ୱଂସ କରିଦେବି। ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ। ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।