Psalms 101:6 — Compare Translations
5 translations compared side by side
Odia - 1840
"ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ । ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ, ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ। କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।