Psalms 101:7 — Compare Translations
5 translations compared side by side
Odia - 1840
"ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ । ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ। ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।