Psalms 101:8 — Compare Translations
5 translations compared side by side
Odia - 1840
"ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି, ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।