Psalms 102:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ! ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।