Psalms 102:10 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି କୃଦ୍ଧ ହେଲ। ତୁମ୍ଭେ ମାେତେ ଉପରକୁ ଟକେି ପୁଣି ଦୂରକୁ ଫିଙ୍ଗି ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ। ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।