Psalms 102:11 — Compare Translations
5 translations compared side by side
Odia - 1840
"ମାରେ ଜୀବନ ପ୍ରାଯ ଶଷେ ହାଇେଅଛି। ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶଷେ ଦିନର ଛାଇ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ପ୍ରାୟ ଶେଷ ହୋଇଅଛି। ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।