Psalms 102:12 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଚାଲୁ ରହିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।