Psalms 102:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସେହି ଯଥାର୍ଥ ସମୟ ଆସିଅଛି। ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।