Psalms 102:14 — Compare Translations

5 translations compared side by side

Odia - 1840
"ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରମେ କରନ୍ତି। ସମାନେେ ଏପରିକି ସହରର ଧୂଳିକି ମଧ୍ଯ ପ୍ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି। ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।