Psalms 102:15 — Compare Translations
5 translations compared side by side
Odia - 1840
"ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜଗଣ ତୁମ୍ଭ ମହିମାକୁ ଭୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।