Psalms 102:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସିଯୋନକୁ ପୁନରାଯ ତଆରି କରିବେ। ଲୋକମାନେ ତାଙ୍କର ମହିମା ପୁନରାଯ ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ସିୟୋନକୁ ପୁନର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ। ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;