Psalms 102:17 — Compare Translations

5 translations compared side by side

Odia - 1840
"ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ। ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।