Psalms 102:18 — Compare Translations
5 translations compared side by side
Odia - 1840
"ଭବିଷ୍ଯତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ୟପରେିକି ଲୋକମାନେ ଏପର୍ୟ୍ଯନ୍ତ ଜନ୍ମ ହାଇେ ନାହାନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ପ୍ରଶଂସା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଭବିଷ୍ୟଦ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି, ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।