Psalms 102:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ପବିତ୍ରସ୍ଥାନ ଉପରୁ ତଳକୁ ଚାହିଁବେ। ସଦାପ୍ରଭୁ ସ୍ବର୍ଗରୁ ପୃଥିବୀକୁ ଚାହିଁବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ। ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
Odia IRV 2017 (ଓଡିଆ ବାଇବେଲ)
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;