Psalms 102:20 — Compare Translations
5 translations compared side by side
Odia - 1840
"ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ଵର୍ଗରୁ ପୃଥିବୀକି ଅବଲୋକନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;