Psalms 102:21 — Compare Translations
5 translations compared side by side
Odia - 1840
"ଏହାପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷଯରେ କହିବେ। ସମାନେେ ତାଙ୍କ ନାମ ୟିରୁଶାଲମରେ ପ୍ରଶଂସା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ। ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,