Psalms 102:22 — Compare Translations
5 translations compared side by side
Odia - 1840
"ସମସ୍ତ ଜାତି ଏକତ୍ରୀତ ହବେେ ଓ ସକଳ ରାଜ୍ଯ ସଦାପ୍ରଭୁଙ୍କର ସବୋପାଇଁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଜାତି ଏକତ୍ରିତ ହେବେ ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;