Psalms 102:23 — Compare Translations
5 translations compared side by side
Odia - 1840
"ମାରେ ଜୀବନର ମଝିରେ ସଦାପ୍ରଭୁ ମାରେ ବଳକୁ ହ୍ରାସ କରି, ସେ ମାରେ ଆଯୁ ଊଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି, ସେ ମୋର ଆୟୁ ଊଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।