Psalms 102:24 — Compare Translations

5 translations compared side by side

Odia - 1840
"ତଣେୁ ମୁଁ କହିଲି, ମାେ ପରମେଶ୍ବର ୟୁବାବସ୍ଥାରେ ମାରେ ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଆମର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହିଲି, ହେ ମୋହର ପରମେଶ୍ଵର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଆମର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।