Psalms 102:25 — Compare Translations

5 translations compared side by side

Odia - 1840
"ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ତଳ ତୁମ୍ଭର ହସ୍ତକୃତ କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।