Psalms 102:26 — Compare Translations

5 translations compared side by side

Odia - 1840
"ପୃଥିବୀ ଓ ଆକାଶ ଦିନେ ଶଷେ ହବେ। କିନ୍ତୁ ତୁମ୍ଭେ ନିତ୍ଯ ବିରାଜିତ। ତାହାସବୁ ବସ୍ତ୍ରପରି ସେସବୁ ବଦଳାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଓ ଆକାଶ ଦିନେ ଶେଷ ହେବ, କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ। ତାହା ସବୁ ବସ୍ତ୍ରପରି ସେସବୁ ବଦଳାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।