Psalms 102:27 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ପରମେଶ୍ବର, କବେେ ପରିବର୍ତ୍ତନ ହବେ ନାହିଁ। ତୁମ୍ଭେ ଚିରକାଳ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବର୍ଷର ଶେଷ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ। ତୁମ୍ଭେ ଚିରକାଳ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।