Psalms 102:28 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସମାନଙ୍କେର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।