Psalms 102:3 — Compare Translations

5 translations compared side by side

Odia - 1840
"ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି। ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।